Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଚେନ୍ ଝାମ୍ପିନେଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
September 15, 2024
in Crime, State
ସୁନା ଚେନ୍ ଝାମ୍ପିନେଲେ ଲୁଟେରା
199
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବାଇକରେ ଆସି ସୁନା ଚେନ୍ ଝାମ୍ପିନେଲେ ଲୁଟେରା। ଆଜି ଭୁବନେଶ୍ବର କଳିଙ୍ଗ ବିହାର ଅଞ୍ଚଳରେ ଜଣେ ବୟସ୍କ ମହିଳାଙ୍କ ବେକରୁ ଚେନ୍ ଲୁଟ୍ ହୋଇଛି । ଲୁଟ ସମୟର ପୁରା ଘଟଣା ସିସିଟିଭି କଏଦ ହୋଇଛି । ସୂଚନା ମୁତାବକ, କେ-୪ ଅଞ୍ଚଳର ଜଣେ ମହିଳା ପ୍ରାତଃଭ୍ରମଣ ସାରି ଘରକୁ ଫେରୁଥିଲେ। ଏହି ସମୟରେ ଏକ ପଲସର୍ ଗାଡ଼ିରେ ୨ଜଣ ଦୁର୍ବୃତ୍ତ ଗଳି ପାଖରେ ଛକି ରହିଥିଲେ। ବାଇକ୍ ଚଲାଉଥିବା ଯୁବକ ଜଣକ ଗାଡ଼ିକୁ ଷ୍ଟାର୍ଟରେ ରଖିଥିବା ବେଳେ ଅନ୍ୟ ଜଣେ ରାସ୍ତାରେ ଠିଆହୋଇ ରହିଥିଲା। ମହିଳା ଜଣକ ଗଳିରେ ବୁଲିବା ମାତ୍ରେ ରାସ୍ତାରେ ଛିଡ଼ା ହୋଇଥିବା ଯୁବକ ତାଙ୍କ ବେକରୁ ଚେନ୍ ଝାମ୍ପି ନେଇଥିଲା । ପରେ ଉଭୟ ବାଇକରେ ବସି ଫେରାର ହୋଇଯାଇଥିଲେ। ସିସିଟିଭି ଫୁଟେଜରେ ଚେନ୍ ଝାମ୍ପୁଥିବା ଦୁର୍ବୃତ୍ତର ମୁହଁ ସ୍ପଷ୍ଟ ଭାବେ ଦେଖାଯାଉଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ବେଳେ ତମାଣ୍ଡୋ ଥାନା ପୋଲିସ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!