Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନବାଡ଼ି ଦିଦିଙ୍କୁ ପ୍ରେମ ନିବେଦନ କରି ହଟହଟା ହେଲେ ବୟସ୍କ ବ୍ୟକ୍ତି

by ସଞ୍ଜୟ ସ୍ୱାଇଁ
September 12, 2021
in Crime, State
ଅଙ୍ଗନବାଡ଼ି ଦିଦିଙ୍କୁ ପ୍ରେମ ନିବେଦନ କରି ହଟହଟା ହେଲେ ବୟସ୍କ ବ୍ୟକ୍ତି
400
VIEWS
Share on FacebookShare on Twitter

ରଗଡ଼ି, (ବାଘୁଆବାର୍ତ୍ତା): ଅଙ୍ଗନବାଡ଼ି ଦିଦିଙ୍କୁ ପ୍ରେମ ନିବେଦନ କରି ହଟହଟା ହେଲେ ବୟସ୍କ ବ୍ୟକ୍ତି। କେବଳ ପ୍ରେମ ନିବେଦନ ନୁହେଁ ବୟସ୍କ ବ୍ୟକ୍ତି ଜଣକ ଅଶ୍ଲୀଳ ଇଙ୍ଗିତ କରୁଥିବା ନେଇ କୋରେଇ ଥାନାରେ ଅଭିଯୋଗ କରିଛନ୍ତି ଅଙ୍ଗନବାଡ଼ି ଦିଦି। ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ୨୫୨/୨୧ରେ ରୁଜୁ କରି ଅଭିଯୁକ୍ତକୁ ନୋଟିସ୍‌ରେ ଛାଡ଼ି ଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, କୋରେଇ ଥାନା ଅନ୍ଧାରୀ ପଞ୍ଚାୟତ କିଆପଦା ଗ୍ରାମର ଅକ୍ଷୟ ଦାସ(୫୭) ଜଣେ ଅଙ୍ଗନବାଡ଼ି କର୍ମୀଙ୍କୁ ମୋବାଇଲରେ ପ୍ରେମ ନିବେଦନ କରିବା ସହିତ ଅଶ୍ଳୀଳ ଇଙ୍ଗିତ କରି ନାନାଦି ହଇରାଣ କରୁଥିଲେ। ପୂର୍ବରୁ ମଧ୍ୟ ଶ୍ରୀ ଦାସ ଅଙ୍ଗନବାଡ଼ି କର୍ମୀଙ୍କୁ ହଇରାଣ କରିବା ସହିତ ଧମକଚମକ ଦେଉଥିଲେ । ଏଥିରେ ଅତିଷ୍ଠ ହୋଇ ମହିଳା ଜଣଙ୍କ କୋରେଇ ଥାନାରେ ଅକ୍ଷୟଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ଥାନାଧିକାରୀ ରଞ୍ଜିତ ମହାନ୍ତି ସୂଚନା ଦେଇଥିବା ବେଳେ ନ୍ୟାୟ ନମିଳିଲେ ମହିଳା ଆତ୍ମହତ୍ୟା କରିବା ନେଇ ଚେତାବନୀ ଦେଇଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!