Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବେପାରକୁ ନେଇ ଯୁବକଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
March 27, 2025
in Crime, Nayagarh, State
ପ୍ରେମ ବେପାରକୁ ନେଇ ଯୁବକଙ୍କ ଆତ୍ମହତ୍ୟା
61
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦରଥାନା ମାଛିପଡା ପାଟଣାସାହି ଏକ ବରକୋଳି ଗଛ ଶାଢୀ ବାନ୍ଧି ଜଣେ ଯୁବକ ଆତ୍ମହତ୍ୟା କରିଛି l ମୃତକ ହେଲେ ମହେଶ୍ୱର ସେଠୀ। ମହେଶ୍ବର ସେହି ଗାଁର ଜଣେ ଯୁବତୀକୁ ପ୍ରେମ କରୁଥିଲେ । କିନ୍ତୁ କୌଣସି କାରଣରୁ ପ୍ରେମରେ ବିଫଳତା ହେବା ପରେ ଆଜି ଦିନ ଦୁଇଟା ସମୟରେ ଘର ବାରିପଟେ ଥିବା ବରକୋଳି ଗଛରେ ଲୁଗା ଲଗାଇ ଆତ୍ମହତ୍ୟା କରିଛି l ଏନେଇ ମହେଶ୍ୱରଙ୍କ ମା ନୟାଗଡ଼ ସଦରଥାନାରେ ଅଭିଯୋଗ କରିଥିଲେ l ଖବର ପାଇ ଘଟଣାସ୍ଥଳରେ ସଦର ପୋଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!