Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ଲକଡାଉନ ଅବଧି, ଜୁନ ୧ରୁ ଜୁନ ୧୭

by ସଞ୍ଜୟ ସ୍ୱାଇଁ
May 30, 2021
in Breaking
ବଢ଼ିଲା ଲକଡାଉନ ଅବଧି, ଜୁନ ୧ରୁ ଜୁନ ୧୭
888
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ଗତ କିଛିଦିନ ଧରି କରୋନାର ସଂଖ୍ୟା କମିଥିଲେ ମଧ୍ୟ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଟିକା କରଣ କାର୍ଯ୍ୟକ୍ରମ ଠାରୁ ଆରମ୍ଭ କରି କଣ୍ଟେନମେଣ୍ଟ, ମାଇକ୍ରୋକଣ୍ଟେନମେଣ୍ଟ ବ୍ୟବସ୍ଥା କରୁଛନ୍ତି । ଏଥି ସହିତ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରାଯାଇଛି । ତଥାପି କରୋନା ଥମିବାର ନାଁ ନେଉନି । କରୋନା ରୋକିବା ପାଇଁ ଏକମାତ୍ର ବିକଳ୍ପ ଲକଡାଉନ ଓ ସଟଡାଉନ । ଲକଡାଉନ ଦ୍ୱାରା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ରାଜ୍ୟ ସରକାର ଜୁନ ୧ରୁ ୧୭ ଜୁନ ପର୍ଯ୍ୟନ୍ତ ଲକଡାଉନ ଅବଧିକୁ ବୃଦ୍ଧି କରିଛନ୍ତି । ନୂଆପଡା, ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଲକଡାଉନ୍ କୋହଳ କରାଯିବ । ସେହିପରି ଶନିବାର ଓ ରବିବାର ସଟଡାଉନ୍ ଜାରି ରହିବ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!