Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

by ସଞ୍ଜୟ ସ୍ୱାଇଁ
April 29, 2026
in Accident
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ
3
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପୋଲିସ ଗାଡ଼ି ଧକ୍କାରେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ। ମୃତ ବୟସ୍କ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଚିନ୍ତାମଣି ନାୟକ। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଲିକୁଦିଆ ଗ୍ରାମର ଚିନ୍ତାମଣି ନାୟକ(୫୮) ସୋମବାର ଦିନ ବୋଲଗଡ଼ ଅଞ୍ଚଳ ତାଙ୍କ ବନ୍ଧୁ ଘରକୁ ଯାଇଥିଲେ। ସେଠାରୁ କାମ ସାରି ମଙ୍ଗଳ ବାର ସକାଳୁ ନିଜ ଲୁନା ଗାଡ଼ିରେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ପୋଲିସ ଭ୍ୟାନଗାଡି ନମ୍ବର (ଓଡି ୦୫ ଏଭି୮୪୫୯)ଟି ମୁହାଁମୁହିଁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ବୟସ୍କ ବ୍ୟକ୍ତି ଜଣଙ୍କ ଛିଟିକି ପଡିଥିଲେ। ବୟସ୍କ ବ୍ୟକ୍ତିଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ବୟଷ୍କ ବ୍ୟକ୍ତି ଚିନ୍ତାମଣିଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ଧକ୍କା ଦେଇଥିବା ପୋଲିସ ଭ୍ୟାନରେ ବଲାଙ୍ଗୀର ଜିଲ୍ଲାର ଡିଏସସ୍ପି ଯାଉଥିଲେ ବୋଲି ସୂଚନା ମିଳିଛି। ସେପଟେ ବୋଲଗଡ଼ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ତେବେ ବୋଲଗଡ଼ ପୋଲିସ ବୟସ୍କ ବ୍ୟକ୍ତିଙ୍କ ପରିବାରକୁ ନ୍ୟାୟ ଦେଉଛି ନା ପୋଲିସ ଡିଏସସ୍ପିଙ୍କୁ ସୁରକ୍ଷା ଦେଉଛି ତାହା ଆଗାମୀ ଦିନରେ ଜଣାପଡିବ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!