Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ରାଜପଥରୁ ଲୁଟ

by ସଞ୍ଜୟ ସ୍ୱାଇଁ
April 23, 2021
in Nayagarh
ଜାତୀୟ ରାଜପଥରୁ ଲୁଟ
710
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ନୂଆଗାଁ ଥାନା ସଂପଡା ଜଙ୍ଗଲରେ ଜଣେ ଶିକ୍ଷକଙ୍କୁ ଆକ୍ରମଣ କରି ଟଙ୍କା, ମୋବାଇଲ୍ ଆଦି ଛଡାଇ ନେଇଥିବା ଅଭିଯୋଗ ହୋଇଛି । ସଂପଡ଼ା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ହୃଷିକେଶ ପ୍ରଧାନ ନିଜ ବାଇକ୍ ଯୋଗେ ମହିପୁରରୁ ସଂପଡ଼ା ଫେରୁଥିଲେ । ତିନିଜଣ ଦୁବୃର୍ତ ତାଙ୍କୁ ପିଛା କରି ସଂପଡ଼ା ଜଙ୍ଗଲ ନିକଟବର୍ତ୍ତୀ ଟାଙ୍ଗିରି ମୁଣ୍ଡିଆଠାରେ ହୃଷିକେଶ ଯାଉଥିବା ବାଇକ୍କୁ ପଛପଟୁ ଧକ୍କା ଦେଇ ତାଙ୍କଠାରୁ ୪ ହଜାର ଟଙ୍କା, ମୋବାଇଲ୍ ଫୋନ୍ ଲୁଟ କରିଥିବା ଅଭିଯୋଗ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!