Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ବାଟମଙ୍ଗଳା ମନ୍ଦିରର ରତ୍ନମୁଦ ଉତ୍ସବ  

by ସଞ୍ଜୟ ସ୍ୱାଇଁ
April 13, 2026
in Nayagarh
ମା ବାଟମଙ୍ଗଳା ମନ୍ଦିରର ରତ୍ନମୁଦ ଉତ୍ସବ  
92
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପୌର ପରିଷଦ ଅଧୀନରେ ଥିବା ୧୧ନମ୍ୱର ୱାର୍ଡରେ ମା ବାଟମଙ୍ଗଳା ମନ୍ଦିରର ରତ୍ନମୁଦ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। କାଉନସିଲର ଅକ୍ଷୟ କୁମାର ବିଶ୍ବାଳଙ୍କ ତତ୍ତ୍ୱାବଧାନରେ ରବିବାର ପୂର୍ବାହ୍ନ ୯ଘଟିକା ସମୟରେ ପଣ୍ଡିତ ମାନଙ୍କ ଦ୍ଵାରା ବିଧିବଦ୍ଧ ଭାବେ ପୂଜା ପାଠ ଓ ହୋମ ଯଜ୍ଞ ଆରମ୍ଭ ହୋଇଥିଲା। ତତ୍ ନାମ ସଂକୀର୍ତ୍ତନ ଧ୍ୱନିରେ ପରିବେଶ ଭକ୍ତିମୟ ହୋଇଯାଇଛି। ଆୟୋଜିତ ମା ବାଟ ମଙ୍ଗଳା ମନ୍ଦିରର ରତ୍ନମୁଦ ଉତ୍ସବ ହୋମ ଯଜ୍ଞର କର୍ତ୍ତା ଭାବରେ ଗୋପୀନାଥ ମହାନ୍ତି ଓ ନରସିଂହ ପୃଷ୍ଟି ବସିଥିଲେ।

ମାଙ୍କର ଏହି ନୂତନ ମନ୍ଦିରର ରତ୍ନମୁଦ ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୌର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଓକିଲ ସଂଘର ସଂପାଦକ ସ୍ବଦେଶ ମିଶ୍ର, ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ଶ୍ରୀକାନ୍ତ ଖଟେଇ, ଲକ୍ଷ୍ମୀପ୍ରିୟା ପଣ୍ଡା ପ୍ରମୂଖ ଯୋଗ ଦେଇ ମାଙ୍କ କୃପା ଲାଭ କରିଥିଲେ। ଉତ୍ସବ ଶେଷରେ ମାଙ୍କ ପ୍ରାସାଦ ସେବନ କରି ଆଧ୍ୟାତ୍ମିକ ଆନନ୍ଦର ଅନୁଭବ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ୧୧ନମ୍ୱର ୱାର୍ଡ଼ର ସମସ୍ତ ଜନସାଧାରଣ ଉପସ୍ଥିତ ରହି ସହଯୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!