Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଫାଉଣ୍ଡେସନ୍‌କୁ ପ୍ରକୃତି ମିତ୍ର ପୁରସ୍କାର

by ସଞ୍ଜୟ ସ୍ୱାଇଁ
June 9, 2025
in Feature News
ମା’ ଫାଉଣ୍ଡେସନ୍‌କୁ ପ୍ରକୃତି ମିତ୍ର ପୁରସ୍କାର
111
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମା’ ଫାଉଣ୍ଡେସନକୁ ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ପରିବେଶ ସୁରକ୍ଷା ପାଇଁ ମା’ ଫାଉଣ୍ଡେସନ ନୟାଗଡ଼ ସହର ତଥା ନୟାଗଡ଼ ବ୍ଲକ ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, କ୍ଲବ, ସହି, ପଥପାର୍ଶ୍ଵ, ଧାର୍ମିକସ୍ଥଳ ଓ ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମଧ୍ୟରେ ପରିବେଶ ସୁରକ୍ଷା ଉପରେ ସଚେତନତା କରାଇବା ସହ ଚାରା ରୋପଣ, ବଣ୍ଟନ ଆଦି ବିଭିନ୍ନ ଉଲେଖନୀୟ କାର‌୍ୟ୍ୟ ପାଇଁ ଏହି ପୁରସ୍କାର ଗତ ୫ ତାରିଖରେ ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପାରିବର୍ତ୍ତନ ବିଭାଗ ଭୁବନେଶ୍ୱରସ୍ଥ କୃଷି ଶିକ୍ଷା ସଦନଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ଅବସରରେ ଆୟୋଜିନ ପ୍ରକୃତି ମିତ୍ର ପୁରସ୍କାର ବିତରଣ ଉତ୍ସବ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନିତ ଅତିଥି ଜଙ୍ଗଲ ଓ ପରିବେଶ ମାନ୍ୟବର ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆ, ମୁଖ୍ୟ ସଚିବ ମନୋଜ ଆହୁଜା ପ୍ରମୁଖଙ୍କ ଉପସ୍ଥିତିରେ ମା’ ଫାଉଣ୍ଡେସନର ସମ୍ପାଦକ ରଂଜନରଶ୍ମି ଜେନା ମାନପତ୍ର ସହ ୨୦ ହଜାର ଟଙ୍କାର ଅର୍ଥ ରାଶି ଅନୁଷ୍ଠାନ ନାମରେ ଗ୍ରହଣ କରିଥିଲେ । ମା’ ଫାଉଣ୍ଡେସନର ଏଭଳି ସଫଳତା ପାଇଁ ସ୍ଥାନୀୟ ଜନସାଧାରଣ, ବୁଦ୍ଧିଜୀବୀ, ପ୍ରକୃତି ପ୍ରେମୀ ଓ ଅନୁଷ୍ଠାନ ସମସ୍ତ କର୍ମକର୍ତ୍ତା ମନେ ଖୁସିବ୍ୟକ୍ତ କରିଛନ୍ତି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!