Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛିପଡ଼ା କ୍ରିକେଟ କପ ଉଦଘାଟିତ, ଶିଖରପୁର ଓ କୁଟୁଣି ବିଜୟୀ

by ସଞ୍ଜୟ ସ୍ୱାଇଁ
December 17, 2022
in Nayagarh, Sports, State
ମାଛିପଡ଼ା କ୍ରିକେଟ କପ ଉଦଘାଟିତ, ଶିଖରପୁର ଓ କୁଟୁଣି ବିଜୟୀ
254
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ମାଛିପଡ଼ା ଖେଳ ପଡିଆରେ ଆରମ୍ଭ ହୋଇଛି କ୍ରିକେଟ କପ । ଆଜି ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ନାଥ ସାହୁ ଯୋଗ ଦେଇଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବେ ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ସଭାପତି ଗଙ୍ଗାଧର ପଣ୍ଡା, ଜିଲ୍ଲା ପରିଷଦ କ୍ଷୀରୋଦ ମହାପାତ୍ର ଓ ନୟାଗଡ଼ ବ୍ଲକ ଯୁବ ବିଜେଡି ସଭାପତି ତଥା ବ୍ୟାଙ୍କ ଡାଇରେକ୍ଟର ଦୁର୍ଯ୍ୟୋଧନ ବେହେରା ପ୍ରମୁଖ ସାମିଲ ହୋଇଥିଲେ । ମାଛିପଡ଼ା କ୍ରିକେଟ କପରେ ୧୬ ଗୋଟି ଦଳ ଅଂଶଗ୍ରହଣ କରିଛନ୍ତି ।

ଆଜି ଉଦଘାଟନି ମ୍ୟାଚରେ ୪ ଗୋଟି ଦଳ ଅଂଶ ଗ୍ରହଣ କରିଥିଲେ । ପ୍ରଥମ ମ୍ୟାଚରେ ରଙ୍ଗଣିପାଟଣା କ୍ରିକେଟ କ୍ଲବ ବନାମ ଶିଖରପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ରଙ୍ଗଣିପାଟଣା ୧୨ ଓଭରରେ ୧୩୨ ରନ କରିଥିବାବେଳେ ଶିଖରପୁର ୧୩୩ ରନ କରି ବିଜୟ ଲାଭ କରିଥିଲା । ସେହିପରି ଦ୍ୱିତୀୟ ମ୍ୟାଚରେ ବଡ଼ଗୋରଡା ପ୍ରଥମେ ବ୍ୟାଟିଙ୍ଗ କରି ୮୭ ରନ୍ କରିଥିଲା । ଏହାର ଜବାବରେ କୁଟୁଣୀ କ୍ରିକେଟ ଆଶୋସିଏସନ ନିର୍ଦ୍ଧାରିତ ୨ ଓଭର ପୂର୍ବରୁ ୮୮ ରନ କରି ବିଜୟ ଲାଭ କରିଥିଲା । ଉକ୍ତ ମ୍ୟାଚକୁ ବ୍ରଜେନ୍ଦ୍ର ପଣ୍ଡା ଓ ନସିର ଅହମଦ ପରିଚାଳନା କରିଥିଲେ । ମାଛିପଡ଼ା କ୍ରିକେଟ କ୍ଲବର ସଭାପତି ଚନ୍ଦ୍ରମଣି ସାହୁଙ୍କ ସମେତ ସମସ୍ତ କ୍ଲବର କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!