Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
April 28, 2021
in State
ନୟାଗଡ଼ରେ ମଧୁବାବୁଙ୍କ ଜୟନ୍ତୀ ପାଳିତ
100
VIEWS
Share on FacebookShare on Twitter

(ବାଘୁଆବାର୍ତ୍ତା): ନୟାଗଡ଼ ସଦର ମହକୁମାର ବିଭିନ୍ନ ସ୍ଥାନରେ ଉତ୍କଳ ଗୌରବ ତଥା ଶତାବ୍ଦୀର ସୂର୍ଯ୍ୟ ମଧୁସୂଦନ ଦାସଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡ.ପ୍ରମୋଦ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଟଙ୍କଧର ଭୋଇ, ରାଜ୍ୟସ୍ତରୀୟ ଉତ୍କଳ ସମ୍ମିଳନୀର ସଭାପତି ତଥା ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ବସନ୍ତ କୁମାର ତ୍ରିପାଠୀ, ଜିଲ୍ଲା ଉତ୍କଳ ସମ୍ମିଳନୀର ସଭାନେତ୍ରୀ ବସିରନ ବିବି, ସଂପାଦକ ଶ୍ରୀ ଶରତ ଚନ୍ଦ୍ର ଆଚାର୍ଯ୍ୟ ଓ ଅନ୍ୟାନ୍ୟ ବରିଷ୍ଠ ନାଗରିକ, ଜିଲ୍ଲା ଓକିଲ ସଂଘର ସଂପାଦକ ଆଇଜୀବୀ ଶ୍ରୀ କାଳୁ ଚରଣ ସ୍ୱାଇଁଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଜିଲ୍ଲା ସଦର ମହକୁମାଠାରେ ଅବସ୍ଥାପିତ ମଧୁବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ପ୍ରଖ୍ୟାତ ସାହିତ୍ୟିକ ତଥା କଥାକାର ପଦ୍ମଭୁଷଣ ଶ୍ରୀ ମନୋଜ କୁମାର ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!