Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

by ସଞ୍ଜୟ ସ୍ୱାଇଁ
February 4, 2021
in Feature News
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ
120
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶା ଏକତ୍ରୀକରଣର କର୍ଣ୍ଣଧାର, ଓଡ଼ିଆ ଅସ୍ମିତାର ପ୍ରତୀକ, କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୭ତମ ଶ୍ରାଦ୍ଧବାର୍ଷିକି ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରସ୍ଥ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ରୂପେ ବାଚସ୍ପତିଡ଼ଃ. ସୂର୍ଯ୍ୟ ନାରାୟଣ ପାତ୍ର ଯୋଗ ଦେଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାସୂମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ପୂର୍ବତନ ବିଧାୟକ ଅଜୟ ଜେନା, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!