Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତହସିଲଦାରଙ୍କୁ ପଥର ମାଫିଆଙ୍କ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
July 29, 2020
in Crime, Feature News, Nayagarh
ମାଙ୍କଡ଼ା ପଥର ମାଫିଆଙ୍କ ଉପରେ ଉପଜିଲ୍ଲାପାଳ ଚଡ଼କ
1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚାନ୍ଦପୁର ନିକଟ ବେଣ୍ଟ ଛକ ନିକଟରେ ଟାଙ୍ଗି ତହସିଲଦାରଙ୍କୁ ଖଣି ମାଲିକ ମାଡ ମାରିଥିବା ଅଭିଯୋଗ ହୋଇଛି। ତହସିଲଦାର ଅଶ୍ୱିନ ଦାଶ ଏନେଇ ଚାନ୍ଦପୁର ଥାନାରେ ଏତଲା ଦେବାକୁ ପହଂଚିଛନ୍ତି। ତହସିଲଦାରଙ୍କ ଗାଡ଼ି ଉପରକୁ ପ୍ରଥମେ ଆକ୍ରମଣ କରାଯାଇଛି। ପରେ ତାଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି । ଗାଡ଼ିଟି ଭାଙ୍ଗିରୁଜି ଯାଇଥିବା ବେଳେ ଡ୍ରାଇଭର, ଜଣେ ଆରଆଇ ଓ ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପରିସ୍ଥିତି ସରଗରମ ରହିଥିବା ବେଳେ, ପଥର ମାଫିଆଙ୍କୁ ଗିରଫ ପାଇଁ ଦାବି ହୋଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!