Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀରେ ବାପା-ପୁଅ-ଝିଅ ଭାସିଯିବା ଘଟଣା : ୧୫ ଘଣ୍ଟାର ଅପରେସନ ପରେ ଝିଅର ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 5, 2021
in State
ମହାନଦୀରେ ବାପା-ପୁଅ-ଝିଅ ଭାସିଯିବା ଘଟଣା : ୧୫ ଘଣ୍ଟାର ଅପରେସନ ପରେ ଝିଅର ମୃତଦେହ ଉଦ୍ଧାର
79
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ମିଳିଲା ଝିଅର ମୃତଦେହ । ସମ୍ବଲପୁର ମହାନଦୀର ଦଳେଇପଡ଼ା ଘାଟରେ ଗାଧୋଇବା ବେଳେ ବାପା, ପୁଅ, ଝିଅ ଭାସିଯାଇଥିଲେ। ଶେଷରେ ୧୫ ଘଣ୍ଟାର ଅପରେସନ ପରେ ଝିଅର ମୃତଦେହ ଉଦ୍ଧାର କରାଯାଇଛି । ସୂଚନାନୁସାରେ, ସୋମବାର ପେନସନ ପଡାର ମହମ୍ମଦ ଅଲତାଫଙ୍କ ସହ ପୁଅ ଆଫତାବ ଓ ଝିଅ ରୁକସାନା ବେଗମ ଗାଧୋଇବାକୁ ଯାଇଥିବାବେଳେ ଭାସିଯାଇଥିଲେ । ପ୍ରଥମେ ଗାଧୋଇବା ବେଳେ ଭାଇ ଓ ଭଉଣୀ ଭାସିଯାଇଥିଲେ । ନିଜ ପୁଅଝିଅଙ୍କୁ ବୁଡିବାର ଦେଖି ବାପା ସେମାନଙ୍କୁ ଉଦ୍ଧାର କରିବାକୁ ନଦୀକୁ ଡେଇଁଥିଲେ । ତେବେ ସେ ମଧ୍ୟରେ ପାଣିରେ ଭାସି ଯାଇଥିଲେ । ତିନିଜଣଙ୍କର ପତ୍ତା ମିଳିନଥିଲା । ବହୁ ଖୋଜା ଖୋଜି ପରେ ବାପା, ପୁଅଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା । ତେବେ ଝିଅର ପତ୍ତା ମିଳନଥିଲା । ରାତି ଅଧିକ ହେବାରୁ ଉଦ୍ଧାର କାର୍ୟ୍ୟ ବନ୍ଦ ରହିଥିଲା । ମଙ୍ଗଳବାର ପୁଣି ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲା । ଶେଷରେ ଝିଅର ମୃତଦେହ ଉଦ୍ଧାର କରାଯାଇଥିଲା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!