Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର

by Sanjay Swain
April 7, 2021
in Accident
ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର
1.4k
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): ଶ୍ରୀଶ୍ରୀ ରାମେଶ୍ୱର ମହାଦେବଙ୍କ ଚୈତ୍ର ଦଣ୍ଡଯାତ୍ରା ଆଜିଠାରୁ ଆରମ୍ଭ ହୋଇଯାଇଛି ।ଆଜି ସକାଳେ ରାମେଶ୍ୱର ମହାଦେବଙ୍କ ନୀତିକାନ୍ତି/ପୂଜାର୍ଚ୍ଚନା ସାଗର ପୁଷ୍କରିଣୀ କୂଳରେ ଚାଲୁଥିବା ସମୟରେ ହଠାତ ମହୁମାଛି ଆକ୍ରମଣରେ ଜଣେ ବୟବୃଦ୍ଧଙ୍କସମେତ ଜଣେ ଢ଼ୋଲିଆ ଏବଂ ଦଣ୍ଡୁଆ ଆହତ ହୋଇଛନ୍ତି ।

ଗୁରୁତର ବୃଦ୍ଧଜଣଙ୍କ ଓଡ଼ଗାଁ ଖାଡିତେଲି ସାହି ନିବାସୀ ଦିନାପଣ୍ଡା ଅଟନ୍ତି । ଦିନା ପଣ୍ଡାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଖବର ଲେଖାହେବା ସୁଦ୍ଧା ଚିକିତ୍ସା ଜାରିରହିଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!