Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଲେସିଆରେ ଫସିଛନ୍ତି ୫ ଶ୍ରମିକ

by ସଞ୍ଜୟ ସ୍ୱାଇଁ
November 21, 2019
in Crime, State
12
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା ): ନୟାଗଡ଼ ଜିଲ୍ଲାର ପାଞ୍ଚ ଜଣ ଶ୍ରମିକ ମାଲେସିଆ କାମ କରିବା ପାଇଁ ଯାଇଥିବା ବେଳେ ସେଠାରେ ଦୀର୍ଘ ଏକ ମାସ ହେବ ଫଶି ରହିଥିବା ଅଭିଯୋଗ ହୋଇଛି । ଏନେଇ ଶ୍ରମିକଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯିବା ପରେ ଘଟଣା ସାମନାକୁ ଆସିଛି ।

ଏହି ପାଞ୍ଚ ଜଣ ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଲଡ଼ୁକେଶରପ୍ରସାଦର ଲକ୍ଷ୍ମୀଧର ପ୍ରଧାନ, ଅରୁଣ ପ୍ରଧାନ, କୁଶ ବେହେରା, ଆଲୋକ ବେହେରା ଓ ଡମ୍ବୁରଧର ସ୍ୱାଇଁ । ଏମାନେ ଅଞ୍ଚଳରେ କାମ ମିଳୁନଥିବାରୁ ଜଣେ ଦଲାଲ ମାଧ୍ୟମରେ ଗତମାସ ମାଲେସିଆ ଯାଇଥିଲେ । ମାଲେସିଆଲର କ୍ୱାଲାଲାମ୍ପୁରରେ ରହିଥିବା ଏକ ମଲ୍ରେ କାମ କରିବା ପାଇଁ ଯାଇଥିବା ବେଳେ ସେଠାରେ ସେମାନଙ୍କୁ ନିର୍ଯ୍ୟାତନା ଦିଆଯିବା ସହ ଖାଇବାକୁ ନଦେଇ ମାଡ଼ ମରାଯାଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!