Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
April 25, 2022
in Feature News
ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୨ ଉପରେ ଏକ ବୈଠକ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମକରନ୍ଦ ବେଉରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ବେଉରା ସ୍ୱାସ୍ଥ୍ୟ ଭିତିକ ବାର୍ତ୍ତା “ଅଭିନବ ପନ୍ଥା ଅନୁସରଣ କରି ମ୍ୟାଲେରିଆ ପ୍ରକୋପ କମାଇବା ଓ ଜୀବନ ରକ୍ଷା କରିବା” ଉପରେ ଆଲୋଚନା ରଖିଥିଲେ । ମ୍ୟାଲେରିଆକୁ କିପରି ଆମେ ପ୍ରତିହତ କରିବା ସେ ବିଷୟରେ ବୁଝାଇଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସୁବାସ ଚନ୍ଦ୍ର ନାଏକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଶରତ ଚନ୍ଦ୍ର ଦାଶ, ଡା. ତାରାକାନ୍ତ ତ୍ରିପାଠୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପୁଷ୍ପା ନିଳିମା ଲାକ୍ରା, ବ୍ଲଡ୍ ବ୍ୟାଙ୍କ ଅଧିକାରୀ ଡା. ଅଜୟ କୁମାର ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ସିଡିପିଓ ନୟାଗଡ଼ ସଂନ୍ଧ୍ୟାଲକ୍ଷ୍ମୀ ଦାଶ ଆଜିର ଦିବସର ତାତ୍ପର୍ଯ୍ୟ ଉପରେ ମତ ରଖିଥିଲେ । କାର୍ଯ୍ୟକ୍ରମକୁ ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ସଞ୍ଚାରଣ ଅଧିକାରିଣୀ ସ୍ମୃତିଲତା ବିଶ୍ୱାଳ ଏବଂ ଶ୍ରୀ ଆଲୋକ ପଟେଲ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ସୁପରଭାଇଜର ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ଶାଖାର କର୍ମକର୍ତାମାନେ ଏହି ବୈଠକରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!