Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମମିତା ମେହେରଙ୍କ ପରିବାର ସହ ମହିଳା କମିଶନଙ୍କ ସମେତ ୪ ଜଣିଆ ଟିମ୍ ଆଲୋଚନା

by ସଞ୍ଜୟ ସ୍ୱାଇଁ
October 23, 2021
in Crime, State
ମମିତା ମେହେରଙ୍କ ପରିବାର ସହ ମହିଳା କମିଶନଙ୍କ ସମେତ ୪ ଜଣିଆ ଟିମ୍ ଆଲୋଚନା
82
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ଅଭିଯୁକ୍ତ ଗୋବିନ୍ଦ ସାହୁ ଧରାପଡିଥିବା ବେଳେ ଏବେ ତାକୁ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୋଲିସ । ଏହାରି ମଧ୍ୟରେ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା ବଲାଙ୍ଗିରରେ ପହଞ୍ଚି ତଦନ୍ତ କରୁଛନ୍ତି । ଆଜି ତୁରେଇକେଲା ଝରଣୀ ଗାଁରେ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାକୁ ସେ ଭେଟିଛନ୍ତି । ପରିବାର ସହ ମହିଳା କମିଶନଙ୍କ ସମେତ ୪ ଜଣିଆ ଟିମ୍ ଆଲୋଚନା କରିଛନ୍ତି । ଏହା ପରେ ସେ ମହାଲିଙ୍ଗ ଗସ୍ତ କରି ସ୍କୁଲ ତଦନ୍ତ କରିବେ । ଏହା ସହିତ ମମିତା କାମ କରୁଥିବା ସ୍କୁଲର ଛାତ୍ରୀଙ୍କ ସହିତ ଆଲୋଚନା କରିପାରନ୍ତି ମହିଳା କମିଶନ ଅଧ୍ୟକ୍ଷା । ଗତକାଲି ସେ ଏସପି ଅଫତିସ ଯାଇ ତଦନ୍ତ କରିଥିଲେ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!