Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ତିଆରି କାରଖାନା ଉପରେ ପୁଲିସ ଚଢ଼ାଉ

by ସଞ୍ଜୟ ସ୍ୱାଇଁ
November 9, 2020
in Nayagarh
ବନ୍ଧୁକ ତିଆରି କାରଖାନା ଉପରେ ପୁଲିସ ଚଢ଼ାଉ
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପୁଲିସ ଗତକାଲି ସଦରଥାନା ଅନ୍ତର୍ଗତ ମାଳିସାହିରେ ଏକ ବେଆଇନ ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଦେଶୀ ବନ୍ଧୁକ ଏବଂ ବନ୍ଧୁକ ତିଆରି ସାମଗ୍ରୀ ଜବତ କରା ଯାଇଥିବା ବେଳେ କିଛି ବ୍ୟକ୍ତିଙ୍କୁ ପୁଲିସ ହେପାଜତକୁ ନେଇଛି। ଏନେଇ ପୁଲିସ ଆଜି ଅପରାହ୍ନରେ ସବିଶେଷ ସୂଚନା ଦେବ ବୋଲି ଜଣା ଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!