Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ କେଜି ସୁନା ଚୋରି, ମୁଖ୍ୟ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
February 5, 2025
in Crime, State
୩୦ କେଜି ସୁନା ଚୋରି, ମୁଖ୍ୟ ଅଭିଯୁକ୍ତ ଗିରଫ
187
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ସମ୍ୱଲପୁର ମଣପୁରମରୁ ସୁନା ଡକାୟତି ଘଟଣା । ଏହି ଘଟଣାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତ ଗୌହାଟୀରୁ ଗିରଫ ହୋଇଛି। ଅଭିଯୁକ୍ତ ଜଣକ ହେଲେ ଉତ୍ତମ ପାଶୱାନ। ଉତ୍ତମ ଜାନୁଆରୀ ୩ ତାରିଖ ଡକାୟତି ଘଟଣାରେ ମୂଖ୍ୟ ଅଭିଯୁକ୍ତ ଥିଲେ । ଆଜି ଉତ୍ତମକୁ କୋର୍ଟ ଚାଲାଣ କରାଯାଇଛି । ଉତ୍ତମ ଡକାୟତି ଦିନ ନିଜେ ସୁନା ବେଗ ଧରି ତଳକୁ ଓହ୍ଲାଇ ବାଇକରେ ବସି ଫେରାର ହୋଇ ଯାଇଥିଲା । ଦୀର୍ଘ ଏକ ମାସ ପରେ ଉତ୍ତମକୁ ସମ୍ବଲପୁର ପୋଲିସର ସ୍ୱତନ୍ତ୍ର ଟିମ ଗୌହାଟୀରୁ ଧରିବାରେ ସଫଳ ହୋଇଛି । ଏହାପରେ ପୁଣି ୭ଦିନ ରିମାଣ୍ଡରେ ଅଣାଯିବ ବୋଲି ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!