Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଙ୍କଡ଼ା ପଥର ମାଫିଆଙ୍କ ଉପରେ ଉପଜିଲ୍ଲାପାଳ ଚଡ଼କ

by ସଞ୍ଜୟ ସ୍ୱାଇଁ
June 22, 2020
in Breaking, Crime, Feature News
ମାଙ୍କଡ଼ା ପଥର ମାଫିଆଙ୍କ ଉପରେ ଉପଜିଲ୍ଲାପାଳ ଚଡ଼କ
425
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବେଆଇନ ମାଙ୍କଡ଼ା ପଥର ମାଫିଆଙ୍କ ପଥର ଚାଲାଣ ଉପରେ ଆଜି ଉପଜିଲ୍ଲାପାଳ ଚଡ଼କ ପଡ଼ିଥିବା ଜଣାଯାଇଛି । ସୂଚନାନୁସାରେ, ଆଜି ଅପରାହ୍ନରେ ବେଆଇନ ମାଙ୍କଡା ପଥର ଚାଲାଣ ହେଉଥିବା ୨ଟି ଟ୍ରକକୁ ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଜବତ କରିଛନ୍ତି । ଏଥିମଧ୍ୟରୁ ୨ଶହ ଖଣ୍ଡ ମାଙ୍କଡ଼ା ପଥର ଯାଉଥିବା ଓଆର୍ ୦୨ଇ ୦୫୧୧ ନମ୍ବର ବିଶିଷ୍ଟ ଟ୍ରକ ଠାରୁ ୩୦ହଜାର ଟଙ୍କା ଜୋରିମାନା ଆଦାୟ ହୋଇଥିବା ବେଳେ ଓଆର ୦୨ ଏଡବ୍ଲୁ ୫୪୦୨ ନମ୍ବର ବିଶିଷ୍ଟ ମିନିଟ୍ରକ ଜୋରିମାନା ଭରଣା କରିନଥିବାରୁ ଓଡ଼ଗାଁ ଥାନାରେ ଅଟକ ରହିଛି । ଯାହାକୁ ନେଇ ପଥର ମାଫିଆଙ୍କ ଭିତରେ କୋକୁଆ ଭୟ ସୃଷ୍ଟି ହୋଇଥିବା ବେଳେ ନିୟମିତ ଚଢ଼ାଉ କରିବା ପାଇଁ ଓଡ଼ଗାଁ ବାସୀ ଦାବି କରିଛନ୍ତି । ସ୍ଥାନୀୟ ପ୍ରଶାସନର କୋହଳ ମନୋଭାବ ପାଇଁ ଏହି ଅଂଚଳରେ ବେଆଇନ ମାଙ୍କଡ଼ା ପଥର ଚାଲାଣ ବ୍ୟାପକ ବୃଦ୍ଧି ପାଇଥିବା ଆଲୋଚନା ହେଉଛି ।  ଏଠାରେ ପ୍ରକାଶ ଯୋଗ୍ୟ ଯେ, ବିଗତ ଦିନରେ ଉପଜିଲ୍ଲାପାଳ ରଣପୁର ଅଂଚଳରେ ଚଢ଼ାଉ କରି ବହୁ ଗାଡ଼ି ଧରିବା ସହ ଜୋରିମାନା କରିଥିଲେ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!