Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନୋଜ ନାୟକ ହତ୍ୟା ଘଟଣା, ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ

by ସଞ୍ଜୟ ସ୍ୱାଇଁ
April 14, 2025
in Crime, State
ମନୋଜ ନାୟକ ହତ୍ୟା ଘଟଣା, ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ
142
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବଲାଙ୍ଗିର ବିଷ୍ଣୁମୁଣ୍ଡାରେ ମନୋଜ ନାଏକ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ । ହତ୍ୟା କରିବା ପରେ ଅଭିଯୁକ୍ତ ଟାଙ୍ଗିଆ ଧରି ଯାଉଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ପୋଲିସ ସିସିଟିଭି ଫୁଟେଜ ଆଧାରରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବିଷ୍ଣୁମୁଣ୍ଡାରେ ଘର ସାମନା କିରନା ଦୋକାନ ଆଗରେ ଛିଡା ହୋଇଥିଲେ ମନୋଜ ନାଏକ । ଏହି ସମୟରେ ଜଣେ ନିଶାଶକ୍ତ ଯୁବକ ମନୋଜଙ୍କୁ ଭୁଜାଲିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଭୁଜାଲିରେ ମନୋଜଙ୍କୁ ଅତର୍କିତ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ଅଭିଯୁକ୍ତ । ଗୁରୁତର ଅବସ୍ଥାରେ ମନୋଜଙ୍କୁ ଉପସ୍ଥିତ ଲୋକ ହସ୍ପିଟାଲ ଆଣିବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଏହି ହତ୍ୟାକାଣ୍ଡ ପଛର କାରଣ ଜଣାପଡିନାହିଁ । ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!