Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗନ୍ଧମାର୍ଦ୍ଦନ ପାହାଡ଼ରୁ ମାଓ କ୍ୟାମ୍ପ ଠାବ

by ସଞ୍ଜୟ ସ୍ୱାଇଁ
May 16, 2025
in State
ଗନ୍ଧମାର୍ଦ୍ଦନ ପାହାଡ଼ରୁ ମାଓ କ୍ୟାମ୍ପ ଠାବ
58
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲାରେ ପୁଣି ମାଓବାଦୀ ସକ୍ରିୟ । ଗନ୍ଧମାର୍ଦ୍ଦନ ପାହାଡ଼ରୁ ମାଓ କ୍ୟାମ୍ପ ଠାବ । ମାଓ ଗତିବିଧି ସୂଚନା ପାଇଁ ପୋଲିସର ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସମାଗ୍ରୀ ଜବତ । ଅପରେସନ ବେଳେ ଚମ୍ପଟ ମାରିଲେ ମାଓବାଦୀ । ମାଓ କ୍ୟାମ୍ପରୁ ବିଭିନ୍ନ ପ୍ରକାର ମାଓ ସମାଗ୍ରୀ ଜବତ ନେଇ ବଲାଙ୍ଗୀର ପୋଲିସର ସୂଚନା । ଜଙ୍ଗଲରେ ସର୍ଚ୍ଚ ଅପରେସନ ସମୟରେ ପୋଲିସ ମାଓବାଦୀ ମୁହାଁମୁହିଁ । ପୋଲିସକୁ ଦେଖି ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ନେଇ ବଲାଙ୍ଗୀର ଏସ୍ପି ଅଭିଳାଷ ଜୀଙ୍କ ସୂଚନା ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!