Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଓ ନେତା ସୁଧାକର ନିହତ

by ସଞ୍ଜୟ ସ୍ୱାଇଁ
June 5, 2025
in State
ମାଓ ନେତା ସୁଧାକର ନିହତ
54
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଲାଲବାହିନୀକୁ ବଡ଼ ଝଟକା। କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକର ନିହତ। ବିଜାପୁର ଏନକାଉଣ୍ଟରରେ ସେ ନିହତ ହୋଇଛନ୍ତି। ସୁଧାକରଙ୍କ ମୁଣ୍ଡ ଉପରେ ୪୦ ଲକ୍ଷ ଟଙ୍କାର ପୁରସ୍କାର ଥିଲା । ଡିଆରଜି ଏବଂ ଏସଟିଏଫ ବାହିନୀର ଅପରେସନ୍ ବେଳେ ସୁଧାକର ନିହତ ହୋଇଛନ୍ତି। ଗତ ମେ ମାସରେ କେଶବ ରାଓ ନିହତ ହେବା ପରେ ସୁଧାକରଙ୍କ ମୃତ୍ୟୁ ମାଓ ସଂଗଠନକୁ ବଡ଼ ଝଟକା ଲାଗିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁରର ଜାତୀୟ ଉଦ୍ୟାନରେ ଗୁଳି ବିନିମୟ ଜାରି ରହିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!