Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

by ସଞ୍ଜୟ ସ୍ୱାଇଁ
May 30, 2025
in State
ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
27
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସୀମାନ୍ତରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କଲେ ଯବାନ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବୋଟେତୋଙ୍ଗ ଜଙ୍ଗଲରେ ନକ୍ସଲମାନଙ୍କ ଦ୍ୱାରା ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ବିଜିଏଲ ସେଲ୍, ବିସ୍ଫୋରକ ସାମଗ୍ରୀ ଏବଂ ବିଜିଏଲ ସେଲ୍ ନିର୍ମାଣ ଉପକରଣ ଉଦ୍ଧାର କରିଛନ୍ତି ଯବାନ। ଛତିଶଗଡର ସୁକୁମା ଜିଲ୍ଲା ବୋଟେତୋଙ୍ଗ ଜଙ୍ଗଲରେ ନକ୍ସଲମାନଙ୍କ ଉପସ୍ଥିତି ସୂଚନା ପାଇ ଜିଲ୍ଲା ପୋଲିସ, ୨୦୩ ବାଟାଲିୟନ କୋବ୍ରା ବାହିନୀର ଏକ ମିଳିତ ଦଳ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ନକ୍ସଲମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିଜିଏଲ ସେଲ୍ ବିସ୍ଫୋରକ, ବିଜିଏଲ ସେଲ୍ ନିର୍ମାଣ ଦେଖିବାକୁ ପାଇଥିଲେ। ନକ୍ସଲଙ୍କ ଅନ୍ୟ ସାମଗ୍ରୀ ମଧ୍ୟ ଜବତ ହୋଇଛି। ୧୫ଟି ବିଜିଏଲ ସେଲ୍, ବିଜିଏଲ ସେଲ୍ ଖୋକା ୧୭ଟି, ବିଜିଏଲ ତିଆରି ପାଇଁ ବ୍ୟବହୃତ ହେବାକୁ ଥିବା ୭୮ଟି ଖୋଳ, ଗୋଟିଏ ହ୍ଯାଣ୍ଡ ଗ୍ରେନେଡ୍ ଏବଂ ଅନ୍ୟାନ୍ୟ ବିସ୍ଫୋରକ ତିଆରି ସାମଗ୍ରୀ ମିଳିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!