Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଓବାଦୀ ଏକ ଜାତୀୟ ସମସ୍ୟା, ସିଏପିଏଫ ଦେୟ ଛାଡ କର: ନବୀନ

by ସଞ୍ଜୟ ସ୍ୱାଇଁ
April 29, 2021
in State
ମାଓବାଦୀ ଏକ ଜାତୀୟ ସମସ୍ୟା, ସିଏପିଏଫ ଦେୟ ଛାଡ କର: ନବୀନ
93
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଚିଠି । ରାଜ୍ୟରେ ସିଏପିଏଫ ମୃତୟନ ବାବଦକୁ ଦେୟ ଛାଡ ପାଇଁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ବାବଦକୁ କେନ୍ଦ୍ର ଗୃହ ବିଭାଗ ଓଡ଼ିଶାଠାରୁ ୪,୫୬୧ କୋଟି ଟଙ୍କା ପାଇବାର ଅଛି । ମାଓବାଦୀଙ୍କୁ ଦମନ ପାଇଁ ଓଡ଼ିଶା ସିଏପିଏଫ ମୃତୟନ ଅଛନ୍ତି । ‘ମାଓବାଦ ଏକ ଜାତୀୟ ସମସ୍ୟା’ ଏହାର ସମାଧାନ ପାଇଁ କେନ୍ଦ୍ରର ସହଯୋଗ ଜରୁରୀ ବୋଲି ନବୀନ ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି । ମାଓ ଦମନରେ ରାଜ୍ୟ ୧୫ ବାଟାଲିୟନ ପୋଲିସ ବଳ ମୃତୟନ କରିଛି । ଏଥିପାଇଁ ବିଭିନ୍ନ ଥାନାରେ ୩୦ ହଜାର ପଦବୀ ସୃଷ୍ଟି କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!