Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଲା କରୋନା, ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
December 22, 2022
in Health, State
ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ବୃଦ୍ଧି ପାଉଛି
205
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଚୀନ ଭାରିଆଣ୍ଟ ଚିହ୍ନଟ ହେବା ପରେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ପ୍ରକାଶ ପାଇଛି । ସମସ୍ତେ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହାକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ ବୈଠକ । ବର୍ତମାନର ସ୍ଥିତିକୁ ନେଇ ଆବଶ୍ୟକୀୟ ପଦକ୍ଷେପ କ’ଣ ନିଆଯିବ ତାହା ଉପରେ ବୈଠକ ହେବ । ସ୍ୱାସ୍ଥ୍ୟ ବିଭାଗ ସହ ଆରଏମଆରସି, ଆଇଏଲଏସ, ବିଭିନ୍ନ ମେଡିକାଲ କଲେଜ କର୍ତୃପକ୍ଷ ବୈଠକରେ ସାମିଲ ହେବେ । ସେପ୍ଟେମ୍ବର ୩୦ ତାରିଖରେ ଯେଉଁ ଭାରିଆଣ୍ଟ ଜଣକ ପାଖରେ ଚିହ୍ନଟ ହୋଇଥିଲା ଏହା ପରେ ଅନ୍ୟ କେହି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ତେଣୁ ଭୟଭୀତ ହେବାର ଆବଶ୍ୟକତା ନାହିଁ । ଅନ୍ୟପଟେ ଲକଡାଉନ ଓ ସଟଡାଉନରୁ ବର୍ତିବାକୁ ହେଲେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବାକୁ ହେବ ବୋଲି କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!