Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ : ବିଜୟ ମହାପାତ୍ର

by ସଞ୍ଜୟ ସ୍ୱାଇଁ
April 19, 2022
in Health, State
ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ : ବିଜୟ ମହାପାତ୍ର
87
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): କିଛି ଦିନ ବ୍ୟବଧାନ ପରେ ଏବେ ଦିଲ୍ଲୀ ସମେତ ଅନ୍ୟ କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହି ମଧ୍ୟରେ ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଉଛି। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ। ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଆମ ରାଜ୍ୟର ସ୍ଥିତ ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମ ପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ। ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ଯେଉଁଠି ଆବଶ୍ୟକ ଅଛି ସେଠାରେ ନୂଆ ରଣନୀତି ଆପଣେଇବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏହାସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି। ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। ବର୍ତ୍ତମାନ ଏହାର ସିଭିଅରିଟି ନାହିଁ ବୋଲି ଡବ୍ଲ୍ୟୁଏଚଓ କହିଛି । ଏହାକୁ ଚତୁର୍ଥ ଲହର କହିହେବ ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!