Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ମାସ୍କ ନପିନ୍ଧି ତଣ୍ଡ ଗଣିଲେ

by Anil Panda
April 19, 2020
in Breaking, Feature News
ଓଡ଼ଗାଁରେ ମାସ୍କ ନପିନ୍ଧି ତଣ୍ଡ ଗଣିଲେ
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମୁକାବିଲା ପାଇଁ କଟକଣା କଡ଼ାକଡ଼ି ଥିବା ବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏପରିସ୍ଥଳରେ ଆଜି ଓଡ଼ଗାଁରେ ମାସ୍କ ନପିନ୍ଧି ଆଜି ୨୦ ଜଣ ତଣ୍ଡ ଗଣିଛନ୍ତି । ତହସିଲଦାର୍ ବିଜୟିତା ସାମନ୍ତସିଂହାରଙ୍କ ଉପସ୍ଥିତିରେ ପୁଲିସ ଓ ଏନ୍‌ଏସି କର୍ମଚାରୀ ମାସ୍କ ପିନ୍ଧି ନଥିବା ବାଇକ ଚାଳକ, ଟ୍ରକ ଚାଳକଙ୍କଠାରୁ ଜୋରିମାନା ଆଦାୟ କରିଛନ୍ତି । ପ୍ରତ୍ୟେକ ବ୍ୟକ୍ତିଙ୍କଠାରୁ ୨ ଶହ ଟଙ୍କା ଜୋରିମାନା ଆଦାୟ କରାଯିବା ସହ ସେମାନଙ୍କୁ ମାସ୍କ ପିନ୍ଧାଇ ଛଡ଼ା ଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!