Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଷ୍ଟରକ୍ୟାଣ୍ଟିନ ଗ୍ୟାଙ୍ଗୱାର ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ମାଷ୍ଟରକ୍ୟାଣ୍ଟିନ ଗ୍ୟାଙ୍ଗୱାର ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ
103
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମାଷ୍ଟରକ୍ୟାଣ୍ଟିନ ଗ୍ୟାଙ୍ଗୱାର ଘଟଣାରେ କାଳିକା ବସ୍ତିରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ଉଭୟ ପକ୍ଷରୁ ଗ୍ୟାଙ୍ଗୱାରରେ ସମ୍ପୃକ୍ତ ୫ ଜଣଙ୍କ ତାଲିକା ପ୍ରସ୍ତୁତ କରିଛି ପୋଲିସ । ଏମାନଙ୍କୁ ଗିରଫ କରିବାକୁ ପୋଲିସ କମିଶନରଙ୍କୁ ସୁପାରିଶ କରିବ କ୍ୟାପିଟାଲ ଥାନା ପୋଲିସ । ଏନେଇ ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ସୋମବାର ରାଜଧାନୀର ଛାତି ଉପରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା । ଦିନ ଦ୍ବିପ୍ରହରରେ ଜନଗହଳିପୂର୍ଣ୍ଣ ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳରେ ଦୁଇ ଜଣଙ୍କୁ ହାଣିଥିଲେ ଦୁର୍ବୃତ୍ତ। ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା । ଆହତଙ୍କୁ ୨ ଜଣ କ୍ୟାପିଟାଲ ହସ୍ପିଟାଲ ଭର୍ତ୍ତି ହୋଇଥିବା ବେଳେ, ୨ ଜଣଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ୨ ଗୁରୁତର ହେଲେ ସେକ୍ ରୁହଲାନି, ଶେଖ ସାହିଦ, ଏମାନେ ଖାରବେଳ ନଗର ମସଜିଦ କଲୋନୀର। ଏମାନେ ସମସ୍ତେ କବାଡିଆ କାମ କରନ୍ତି । ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା । ନିଶାଦ୍ରବ୍ୟ କାରବାରକୁ ନେଇ ଆକ୍ରମଣ ହୋଇଥିବା ପ୍ରାଥମିକ ସୂଚନା ମିଳିଥିଲା । ଏପର୍ୟ୍ୟନ୍ତ ଘଟଣାରେ ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!