Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୂନମାଟି ଅତଡ଼ା ଖସିବା ଘଟଣା : ଶୋକ ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ମିଳିବ ୫-୫ ଲକ୍ଷ

by ସଞ୍ଜୟ ସ୍ୱାଇଁ
April 16, 2021
in Nayagarh
ଚୂନମାଟି ଅତଡ଼ା ଖସିବା ଘଟଣା : ଶୋକ ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ମିଳିବ ୫-୫ ଲକ୍ଷ
214
VIEWS
Share on FacebookShare on Twitter

ଭୁବନେଶ୍ବର ,(ବାଘୁଆବାର୍ତ୍ତା):  କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଚୂନମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ୫-୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଆହତ ମହିଳାଙ୍କ ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି କହିଛନ୍ତି। ସୂଚନା ଅନୁସାରେ ଆଜି ପୂର୍ବାହ୍‌ଣ ୧୧ଟାରେ ରାଲେଗଡା ଗ୍ରାମ ପଞ୍ଚାୟତର ମିରିଆଲୁପାଡୁ ଗ୍ରମାର ୧୧ ଜଣ ମହିଳା ଘର ଲିପା ପାଇଁ ରେଙ୍ଗା ଗ୍ରାମପଂଚାୟତ ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଚୂନମାଟି ଖୋଳୁଥିଲେ। ଏହି ସମୟରେ ମାତି ଅତଡ଼ା ସେମାନଙ୍କ ଉପରେ ଖସିପଡ଼ିଥିଲା। ଘଟଣାସ୍ଥଳରେ ରାମୁଲାମା ମୁଷୁରୀ(୪୦) ତାଙ୍କ ଝିଅ ଦେବୀ ମୁଷୁରୀ(୧୭) ଏବଂ ମିତୁଲା କୋଟା(୨୭) ଚାପି ହୋଇଯାଇଥିଲେ। ମିତୁଲା କୋଟା(୨୮) ଗୁରୁତର ଥିବାରୁ ତାଙ୍କୁ ପଟ୍ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!