Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ୍ ଶେଷ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 13, 2021
in State
ଜୁନ୍ ଶେଷ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
145
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା) : କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା ରହିଥିଲା। ଏବେ ତାହା ଖୁବ୍‌ ଶୀଘ୍ର ଶେ‌ଷ ହେବାକୁ ଯାଉଛି। ଚଳିତ ଜୁନ୍ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି। ଆଜି ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି । ସେପଟେ ସ୍କୁଲ ଖୋଲାଯିବା ଉଚିତ୍ କି ନାହିଁ ସେ ବାବଦରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସମୀରରଞ୍ଜନ ଦାଶ। ସେ କହିଛନ୍ତି, ଏବେ ସ୍କୁଲ ଖୋଲିବା ସମ୍ପର୍କରେ କହିବା ସମ୍ଭବ ନୁହେଁ। ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ। ଆସନ୍ତା ୧୭ରୁ ୟୁଟ୍ୟୁବରେ ନବମ ଓ ଦଶମ ପିଲାଙ୍କୁ ଶାକ୍ଷାଦାନ ଦିଆଯିବ। ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି। ଆସନ୍ତା ୧୮ ତାରିଖରେ ଏନେଇ ୩୦ ଜିଲ୍ଲାର ଡିଇଓଙ୍କ ସହ ବୈଠକ ବସିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!