Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ମାଟ୍ରିକ୍‌ ଫର୍ମ ପୂରଣ ଅବଧି

by ସଞ୍ଜୟ ସ୍ୱାଇଁ
November 19, 2024
in Education, State
ବଢ଼ିଲା ମାଟ୍ରିକ୍‌ ଫର୍ମ ପୂରଣ ଅବଧି
73
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ୨୦୨୫ରେ ହେବାକୁ ଥିବା ମାଟ୍ରିକ୍‌ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଫର୍ମ ପୂରଣ ଅବଧିକୁ ଆସନ୍ତା ୨୫ ତାରିଖ ଯାଏ ବୃଦ୍ଧି କରାଯାଇଛି । ଗତ ୩ ତାରିଖରୁ ମାଟ୍ରିକ୍‌ ରେଗୁଲାର ଓ ଏକ୍ସରେଗୁଲାର୍‌ ପରୀକ୍ଷାର୍ଥୀଙ୍କର ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଥିବା ଏହି ଫର୍ମ ପୂରଣର ଶେଷ ସମୟ ସୋମବାର ରାତି ୧୧ ଟା ୪୫ ପର୍ଯ୍ୟନ୍ତ ଥିଲା । ମାତ୍ର ଅନେକ ପରୀକ୍ଷାର୍ଥୀ ଧାର୍ଯ୍ୟ ସମୟ ମଧ୍ୟରେ ଫର୍ମ ପୂରଣ କରାଇ ପାରିନଥିବାରୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ବୋର୍ଡ ପକ୍ଷରୁ ଫର୍ମ ପୂରଣ ଅବଧିକୁ ୨୫ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ସମୟ ମଧ୍ୟରେ ଯେଉଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିନଥିବେ ସେମାନେ ଆସନ୍ତା ୨୦୨୫ରେ ହେବାକୁ ଥିବା ମାଟ୍ରିକ୍‌ ପରୀକ୍ଷା ଦେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ, ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ-୨୦୨୫ ରେଗୁଲାର୍‌ ଓ ଏକ୍ସରେଗୁଲାର୍‌ ପରୀକ୍ଷା ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!