Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ପରୀକ୍ଷା ହିନ୍ଦୀ ଓ ସଂସ୍କୃତରେ ୨୨୧ ଜଣ ଅନୁପସ୍ଥିତ

by ସଞ୍ଜୟ ସ୍ୱାଇଁ
February 24, 2020
in Education
7
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ଆଜି ମାଟ୍ରିକ୍ ତୃତୀୟ ଦିନ ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଛି । ଜିଲ୍ଲାରେ ମୋଟ୍ ୧୩ହଜାର ୨୩୧ଜଣ ପରୀକ୍ଷାର୍ଥୀ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ତୃତୀୟ ଦିନରେ ୨୨୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ଜିଲ୍ଲା ଶିକ୍ଷା ବିଭାଗ ସୁତ୍ରରୁ ଜଣାପଡ଼ିଛି । ଜିଲ୍ଲାରେ ନିୟମିତ ଛାତ୍ରଛାତ୍ରୀ ୧୨ହଜାର ୬୮୪ଜଣ ଥିବାବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬୪ଜଣ ଏବଂ ପତ୍ରବିନିମୟ ଶିକ୍ଷା ମାଧ୍ୟମରେ ୨୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ରାଜ୍ୟ ମୁକ୍ତ ବିଦ୍ୟାଳୟ ୨୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ଆଜି ହିନ୍ଦୀ ଓ ସଂସ୍କୃତ ପରୀକ୍ଷାରେ ୨୨୧ ଜଣ ଅନୁପସ୍ଥିତ ରହିଛନ୍ତି । ଜିଲ୍ଲାରେ ଥିବା ନୋଡାଲ ସେଣ୍ଟର ଗୁଡ଼ିକ ମଧ୍ୟରୁ ଦଶପଲ୍ଲାରେ ୩୬, ନୟାଗଡ଼ରେ ୩୦, ନୂଆଗାଁ ୨୦, ଖଣ୍ଡପଡ଼ାରେ ୩୦, ରଣପୁର ୪୫, ଫତେଗଡ଼ ୨୧, ଓଡ଼ଗାଁ ୨୭, ଗଣିଆରେ ୧୨ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!