Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ୩ ରେ ମାଟ୍ରିକ ସପ୍ଲିମେଣ୍ଟାରୀ, ଜାଣନ୍ତୁ କେବେଠୁ କରିବେ ଆବେଦନ

by ସଞ୍ଜୟ ସ୍ୱାଇଁ
May 24, 2023
in Education, State
ଜୁଲାଇ ୩ ରେ ମାଟ୍ରିକ ସପ୍ଲିମେଣ୍ଟାରୀ, ଜାଣନ୍ତୁ କେବେଠୁ କରିବେ ଆବେଦନ
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଦୁଇ ବର୍ଷ ପରେ ପୁଣିଥରେ ଛାତ୍ରଛାତ୍ରୀଙ୍କ ପାଇଁ ଫେରୁଛି ସପ୍ଲିମେଣ୍ଟାରୀ ପରୀକ୍ଷା । ଗତବର୍ଷ ଏହି ପରୀକ୍ଷା ବନ୍ଦ କରାଯାଇଥିବା ବେଳେ ଚଳିତବର୍ଷ ପୁଣଇଥରେ ଏହାକୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ତେବେ ଏଥିପାଇଁ ଆସନ୍ତ ମେ’ ୨୬ ତାରିଖ ଆବେଦନ କରିପାରିବେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ । ତେବେ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଆବେଦନର ଶେଷ ତାରିଖ ଜୁଲାଇ ୧ ରହିଛି । ଏହି ତାରିଖ ମଧ୍ୟରେ ପିଲାମାନେ ଫର୍ମ ପୂରଣ କରି ପରୀକ୍ଷା ପାଇଁ ଆବେଦନ କରିପାରିବେ । ତେବେ ଜୁଲାଇ ୩ ତାରିଖରୁ ଜୁଲାଇ ୮ ତାରିଖ ପର‌୍ୟ୍ୟନ୍ତ ଏହି ପରୀକ୍ଷା ଚାଲୁ ରହିବ । ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ମାଟ୍ରିକ ପରୀକ୍ଷାରେ ଫେଲ କିମ୍ବା ଡ୍ରପ-ଆଉଟ ରହିଥିବା ପିଲାମାନଙ୍କ ପାଇଁ ଏହି ପରୀକ୍ଷା ଆୟୋଜିତ ହେବ । ଏହାବ୍ୟତୀତ ଆସନ୍ତା ୨୩ ତାରିଖରୁ ପିଲାମାନେ ଖାତା ରିଚେକିଙ୍ଗ ପାଇଁ ଆବେଦନ କରିପାରିବେ । ହାଇସ୍କୁଲ ପାଇଁ ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିପାରିବେ । ତେବେ ମଧ୍ୟମା ଏବଂ ଷ୍ଟେଟ ଓପନ ସ୍କୁଲ ପାଇଁ ଅଫଲାଇନରେ ଆବେଦନ କରିବେ ମାଟ୍ରିକ ପରୀକ୍ଷାର୍ଥୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!