Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ଯାଏ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଫର୍ମ ପୂରଣ

by ସଞ୍ଜୟ ସ୍ୱାଇଁ
May 16, 2025
in Education, State
୨୬ ଯାଏ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଫର୍ମ ପୂରଣ
34
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ୨୦୨୫ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି । ଫର୍ମ ପୂରଣ ଶେଷ ତାରିଖ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରହିଛି । ୨୦୨୫ରେ ମାଟ୍ରିକ୍ ପରୀକ୍ଷା ଦେବା ଲାଗି ଫର୍ମ ପୂରଣ କରି ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ ଦିଆଯାଇଛି । ରେଗୁଲାର ପରୀକ୍ଷା ପରି ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ ବିଦ୍ୟାଳୟ ସ୍ତରରେ ପ୍ରଧାନ ଶିକ୍ଷକଙ୍କ ଜରିଆରେ ଫର୍ମ ପୂରଣ କରିବେ ବୋଲି ବ୍ୟବସ୍ଥା ରହିଛି । ଅନ୍ଲାଇନ୍ରେ ଏହି ଫର୍ମପୂରଣ ଲାଗି ପରୀକ୍ଷାର୍ଥୀଙ୍କୁ ୪୨୦ ଟଙ୍କା ଦେୟ ହେବାକୁ ହେବ । ସୂଚନାଯୋଗ୍ୟ, ମାଟ୍ରିକ୍ ପରୀକ୍ଷାରେ ଚଳିତ ବର୍ଷ ୮ ହଜାର ୩୬୨ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ । ସେହିପରି ୧୭ ହଜାର ୩୮୪ ପରୀକ୍ଷାର୍ଥୀ ଫେଲ୍ ହୋଇଥିଲେ । ଅନୁପସ୍ଥିତ, ଫେଲ୍ ଓ ଏମ୍ପି ହୋଇଥିବା ପରୀକ୍ଷାର୍ଥୀ ମିଶି ୨୫ ହଜାରରୁ ଅଧିକ ହେବେ ବୋଲି ସୂଚନା ମିଳିଛି । ଫର୍ମ ପୂରଣ ସରିବା ପରେ କେବେ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ସେ ସମ୍ପର୍କରେ ଖୁବ୍ଶୀଘ୍ର ପରୀକ୍ଷା ସୂଚୀ ନିର୍ଘଣ୍ଟ ଜାରି କରାଯିବ ବୋଲି ବୋର୍ଡର ଜଣେ ଅଧିକାରୀ କହିଛନ୍ତି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!