Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଆସନ୍ତାକାଲି ଦେବେ ମାଟ୍ରିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
July 29, 2021
in Feature News
ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଆସନ୍ତାକାଲି ଦେବେ ମାଟ୍ରିକ ପରୀକ୍ଷା
52
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆସନ୍ତାକାଲି ହେବ ମାଟ୍ରିକ ଅଫଲାଇନ୍ ପରୀକ୍ଷା। ଚଳିତବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ଏଥିପାଇଁ ବୋର୍ଡ଼ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବୋର୍ଡ଼ ସଭାପତି ରମାଶିଷ ହାଜରା ସୂଚନା ଦେଇ କହିଛନ୍ତି କି କୋଭିଡ଼ ଗାଇଡ଼ଲାଇନ କଡ଼ାକଡ଼ି ଭାବେ ପାଳନ କରାଯାଇ ପରୀକ୍ଷା କରାଯିବ। ଏଥିପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯିବ। ଏହା ସହ ଜିଲ୍ଲା ପ୍ରସାଶନ ପକ୍ଷରୁ କୋଭିଡ଼ ସ୍କ୍ବାର୍ଡ ଗଠନ କରାଯାଇ କଟକଣା ଅନୁଧ୍ୟାନ କରାଯିବ। ମାତ୍ର ୩୯ ପ୍ରତିଶତ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିବା ବେଳେ ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!