Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ୨୨ଶହ ୮୨ ଜଣ ପୋଲିସଙ୍କୁ ଆର୍ନ୍ତିକ ସୁରକ୍ଷା ସେବା ପଦକ

by ସଞ୍ଜୟ ସ୍ୱାଇଁ
October 19, 2021
in State
ଓଡ଼ିଶାର ୨୨ଶହ ୮୨ ଜଣ ପୋଲିସଙ୍କୁ ଆର୍ନ୍ତିକ ସୁରକ୍ଷା ସେବା ପଦକ
80
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନକ୍ସଲ ପ୍ରବଣ ଅଞ୍ଚଳରେ କାମ କରୁଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆର୍ନ୍ତିକ ସୁରକ୍ଷା ସେବା ପଦକ । ଓଡ଼ିଶାର ୨୨ଶହ ୮୨ ଜଣଙ୍କୁ ଏହି ସମ୍ମାନଜନକ ପଦକ ପ୍ରଦାନ କରାଯାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ନକ୍ସଲ ଅଧ୍ୟୁଷିତ ଇଲାକାରେ ୨ବର୍ଷରୁ ଅଧିକ ଦିନ ଅପରେସନରେ ସାମିଲ ପୋଲିସକୁ ଏହି ପଦକ ପ୍ରଦାନ କରାଯାଇଥାଏ । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ଦିଆଯାଇଥାଏ । ରାଜ୍ୟଗୁଡ଼ିକର ପୋଲିସ ଡିଜିମାନଙ୍କୁ ଏହି ପଦକ ପ୍ରଦାନ କରାଯିବାର କ୍ଷମତା ଦିଆଯାଇଛି । ଆର୍ନ୍ତିକ ସୁରକ୍ଷା ମେଡାଲ୍ ନକ୍ସଲ ପ୍ରବଣ ଅଞ୍ଚଳରେ କାର୍ୟ୍ୟରତ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ମନୋବଳ ବଢ଼ାଇବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!