Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାଙ୍କ ସ୍ମୃତି ପାଇଁ ଭାଇ ଓ ଭଉଣୀ ଦାନ କଲେ କୋଭିଡ ସହାୟତା

by ସଞ୍ଜୟ ସ୍ୱାଇଁ
June 8, 2021
in Nayagarh
ବାପାଙ୍କ ସ୍ମୃତି ପାଇଁ ଭାଇ ଓ ଭଉଣୀ ଦାନ କଲେ କୋଭିଡ ସହାୟତା
633
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱୟଂଶାଶିତ ମହାବିଦ୍ୟାଳୟର ପ୍ରଧ୍ୟାପକ ସ୍ୱର୍ଗତ ଅଶୋକ କୁମାର ତ୍ରିପାଠୀଙ୍କର ଆସନ୍ତା ସାବିତ୍ରୀ ଅମାବାସ୍ୟା ଦିନ ୬୧ ତମ ଜନ୍ମବାର୍ଷିକୀ । ଏହି ଜନ୍ମବାର୍ଷିକୀ ସ୍ମୃତିକୁ ମନେପକାଇ ତାଙ୍କ ଝିଅ ସୁଶ୍ରୀ ଶ୍ରୀପଦା ଯୋଗଜାତା ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଆଜି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ.ପୋମାଟୁଡୁଙ୍କୁ ୧୦,୦୦୦ ଟଙ୍କାର ଚେକ ପ୍ରଦାନ କରିଛନ୍ତି । ଏଥିସହିତ ତାଙ୍କ ଭାଇ ଓଁକାରନାଥ ତ୍ରିପାଠୀ ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!