Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ମେଟ୍ରୋ ମ୍ୟାନ୍‌’ ଇ ଶ୍ରୀଧରନ୍‌ଙ୍କୁ କେରଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଘୋଷଣା କଲା ବିଜେପି

by ସଞ୍ଜୟ ସ୍ୱାଇଁ
March 4, 2021
in Feature News
‘ମେଟ୍ରୋ ମ୍ୟାନ୍‌’ ଇ ଶ୍ରୀଧରନ୍‌ଙ୍କୁ କେରଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଘୋଷଣା କଲା ବିଜେପି
141
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ‘ମେଟ୍ରୋ ମ୍ୟାନ୍‌’ ଭାବରେ ଖ୍ୟାତ ଇ ଶ୍ରୀଧରନ୍‌ଙ୍କୁ ଆସନ୍ତା କେରଳ ବିଧାନସଭା ନିର୍ବାଚନ ପାଇଁ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ବିଜେପି)। ଗୁରୁବାର ଦିନ ବିଜେପି ଘୋଷଣା କରି କହିଛି ଯେ ଆଗାମୀ କେରଳ ବିଧାନସଭା ନିର୍ବାଚନରେ ଇ ଶ୍ରୀଧରନ ହେବେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ। ଶ୍ରୀଧରନଙ୍କ ନେତୃତ୍ୱରେ ବିଜେପି ଆଗାମୀ କେରଳ ବିଧାନସଭା ନିର୍ବାଚନ ଲଢ଼ିବ ବୋଲି ନିଜ ଘୋଷଣାରେ କହିଛି।

ପ୍ରସଙ୍ଗକ୍ରମେ ଉଲ୍ଲେଖଯୋଗ୍ୟ, ‘ମେଟ୍ରୋ ମ୍ୟାନ୍‌’ ଭାବରେ ଖ୍ୟାତ ୮୮ ବର୍ଷୀୟ ଇ ଶ୍ରୀଧରନ୍‌ ଗତ ସପ୍ତାହରେ ବିଜେପିରେ ଆନୁଷ୍ଠାନକ ଭାବେ ଯୋଗ ଦେବାପରେ ତାଙ୍କୁ କେନ୍ଦ୍ରକରି ଅନେକ କଳ୍ପନା ଜଳ୍ପନା ପାଇଥିଲା। ଇ ଶ୍ରୀଧରନଙ୍କୁ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ବିଜେପି ରାଜ୍ୟ ସଭାପତି କେ ସୁରେନ୍ଦ୍ରନ୍‌ କହିଛନ୍ତି ଯେ ଦଳ ଖୁବ୍‌ ଶୀଘ୍ର କେରଳ ବିଧାନସଭାର ୧୪୦ ଆସନ ପାଇଁ ଅନ୍ୟ ପ୍ରାର୍ଥୀଙ୍କ ତାଲିକା ମଧ୍ୟ ପ୍ରକାଶ କରିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!