Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦବାଲି ରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ, ଭିନ୍ନକ୍ଷମ ମାନଙ୍କୁ ସହାୟକ ଉପକରଣ ବଣ୍ଟନ

by ସଞ୍ଜୟ ସ୍ୱାଇଁ
May 19, 2025
in State
ଚାନ୍ଦବାଲି ରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ, ଭିନ୍ନକ୍ଷମ ମାନଙ୍କୁ ସହାୟକ ଉପକରଣ ବଣ୍ଟନ
18
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ସମ୍ମିଳନୀ ଗୃହରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଦିଲିପ ରାଉତରାୟଙ୍କ ସହିତ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଶୁଭେଦ୍ରୁ ସାମଲ,ଉପ ଜିଲ୍ଲ।ପାଳ ଶ୍ରୀ ସୌରଭ ଚକ୍ରଭର୍ତ୍ତି, ମୂଖ୍ୟ ଚିକିତ୍ସ। ଅଧିକାରୀ ଶ୍ରୀ ସୁଧାଂଶୁ ଶେଖର ବଳ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅରୂପ ଅଭିଷେକ ବେହେରା, ଡେପୁଟି କଲେକ୍ଟର ଶ୍ରୀ କରୁଣାକର ଧିନ୍ଦା , ଗୋଷ୍ଟି ଉନ୍ନୟନ ଅଧିକାରୀ ତଥା ତହସିଲଦାର ଓ ଅନ୍ୟ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ। ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗ ପତ୍ରକୁ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ଆଜିର ଜନଶୁଣାଣୀ ଶିବିରରେ ମୋଟ ୧୫୬ ଆବେଦନ ପତ୍ର ଦାଖଲ ହୋଇଥିଲା। ସେଥିରୁ ୧୪୬ ବ୍ୟକ୍ତିଗତ ଥିଲାବେଳେ, ୧୦ଟି ସାମୁହିକ ଥିଲା। ମଧୁବାବୁ ଭତ୍ତା ଯୋଜନା ରେ ୮ ଜଣଙ୍କୁ କାର୍ଡ ବଣ୍ଟନ, ୫ ଜଣ ଭିନ୍ନକ୍ଷମଙ୍କୁ ତିନି ଚକିଆ ଯାନ ଓ ଜଣଙ୍କୁ ଆଶାବାଡି ପ୍ରଦାନ କରାଯାଇଥିଲା।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!