Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ଗାଁ ବୁଲିଲେ, ଲୋକଙ୍କ ସମସ୍ୟା ଶୁଣିଲେ

by ସଞ୍ଜୟ ସ୍ୱାଇଁ
June 15, 2021
in Nayagarh
ଗାଁ ଗାଁ ବୁଲିଲେ, ଲୋକଙ୍କ ସମସ୍ୟା ଶୁଣିଲେ
774
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି କ୍ରିଦାଶପୁର ଏବଂ ବାଲୁଗାଁ ପଞ୍ଚାୟତର ବିଭିନ୍ନ ଗାଁକୁ ଯାଇ ଲୋକଙ୍କ ସମସ୍ୟା ଶୁଣିବା ସହ ସମାଧାନ କରିବା ନେଇ ପ୍ରତିଶୃତି ଦେଇଛନ୍ତି । କରୋନା ମହାମାରୀ ସମୟରେ ଲୋକମାନେ ଭୟଭୀତ ଅବସ୍ଥାରେ ଥିବା ବେଳେ ମନ୍ତ୍ରୀ ଡ. ସାହୁ ଲୋକଙ୍କୁ କରୋନାକୁ ପ୍ରତିହତ କରିବା ପାଇଁ ସରକାରଙ୍କ ନିୟମ ମାନିବାକୁ ପରାମର୍ଶ ଦେଇଛନ୍ତି । ଏହି ଗସ୍ତ ସମୟରେ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାସ କଅଁର ପ୍ରମୂଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!