Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭିନ୍ନ ଗାଁରେ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 3, 2021
in Feature News
ବିଭିନ୍ନ ଗାଁରେ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କଲେ ମନ୍ତ୍ରୀ
184
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ବିଭିନ୍ନ ଗାଁକୁ ଯାଇ ଲୋକଙ୍କ ସହ ସମସ୍ୟା ଏବଂ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି । ଆଜି ପ୍ରତାପପ୍ରସାଦ, ଡେଙ୍ଗେରାଗୋଡ଼ି ଏବଂ ଇଟାମାଟି ଗ୍ରାମରେ ମନ୍ତ୍ରୀ ଡ. ସାହୁ ସମୀକ୍ଷା କରିବା ସହ ଆଗକୁ କରାଯିବାକୁ ଥିବା ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । କିଛିମାସ ହେବ ବିଭିନ୍ନ ଗାଁରେ ଏଭଳି କାର୍ଯ୍ୟକ୍ରମ ଚାଲୁ ରହିଥିବା ବେଳେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ୯୦ ପ୍ରତିଶତ ଗ୍ରାମ ମନ୍ତ୍ରୀ ପରିଦର୍ଶନ କରି ସାରିଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!