Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତକଙ୍କ ପରିବାର ପାଖରେ ପହଞ୍ଚିଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 6, 2021
in Feature News
ମୃତକଙ୍କ ପରିବାର ପାଖରେ ପହଞ୍ଚିଲେ ମନ୍ତ୍ରୀ
825
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କିଛିଦିନ ତଳେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଦୁଇ ବ୍ୟକ୍ତିଙ୍କ ପରିବାରକୁ ଭେଟି ଆଜି ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସମବେଦନା ଜଣାଇଛନ୍ତି । ସୂଚନାନୁସାରେ, ନୟାଗଡ଼-ଖଣ୍ଡପଡ଼ା ରାଜ୍ୟ ରାଜପଥର ବାଲୁଗାଁ ପୋତାଶଙ୍ଖଠାରେ ଗତ ମାସ ୨୮ ତାରିଖ ସନ୍ଧ୍ୟା ସମୟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ କି ଦୁର୍ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସେହି ରାତିରେ ଆଉ ଜଣେ ବ୍ୟକ୍ତି ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ହୋଇଥିଲା । ଦୁଇଟି ମୃତ ଶରୀରକୁ ନେଇ ଅ ଳବାସୀ ନୟାଗଡ଼-ଖଣ୍ଡପଡ଼ା ରାସ୍ତା ଅବରୋଧ କରିଥିଲେ । ଯାହାକୁ ନେଇ ପ୍ରଶାସନର ହସ୍ତକ୍ଷେପ ପରେ ରାସ୍ତା ଅବରୋଧ ହଟିଥିଲା । ଆଜି ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଡ଼ ସାହୁ ଦୁର୍ଘଟଣାର ଶିକାର ହୋଇଥିବା କ୍ରୀଦାଶପୁରର ଗାଁର ମେଘା ସେଠୀଙ୍କ ଘରକୁ ଯାଇ ସମବେଦନା ଜଣାଇବା ସହିତ ଆର୍ଥିକ ସହୟତା ପ୍ରଦାନ କରିଛନ୍ତି । ସେହିଭଳି ଭାବେ ଶରଧାପୁର ଗାଁର ଶତ୍ରୁଘ୍ନ ସାହୁଙ୍କ ଘରକୁ ଯାଇ ତାଙ୍କ ପରିବାର ସହିତ ଆଲୋଚନା କରି ସାନ୍ତନା ଜଣାଇବା ସହିତ ଉଭୟ ଦୁର୍ଘଟଣାଗ୍ରସ୍ତ ପରିବାରକୁ ୧ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!