Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍ତିମୁକ୍ତ ହେବ ଓଡ଼ିଶା: ପ୍ରତାପ

by ସଞ୍ଜୟ ସ୍ୱାଇଁ
June 25, 2021
in Planning and Development, State
ବସ୍ତିମୁକ୍ତ ହେବ ଓଡ଼ିଶା: ପ୍ରତାପ
169
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨୦୨୩ ସୁଦ୍ଧା ଓଡ଼ିଶା ବସ୍ତି ମୁକ୍ତ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନ ବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ । ରାଜ୍ୟରେ ଆଉ ରହିବ ନାହିଁ ବସ୍ତି । ବସ୍ତି ବାସିନ୍ଦାଙ୍କ ନିକଟରେ ସରକାର ସମସ୍ତ ବ୍ୟବସ୍ଥା ପହଞ୍ଚାଇବେ ବୋଲି ପ୍ରତାପ ଜେନା କହିଛନ୍ତି । ଏହା ସହ ବିଜୁଳି, ସଡ଼କ, ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ପରିମଳ ଉପରେ ଗୁରୁତ୍ୱ ଦିଆଯିବ । ରାଜ୍ୟର ସମସ୍ତ ପୌରାଞ୍ଚଳକୁ ମିଳୁଥିବା ବ୍ୟୟ ବରାଦର ୨୫ ପ୍ରତିଶତ ବସ୍ତି ଅଞ୍ଚଳରେ ଖର୍ଚ୍ଚ କରାଯିବ ବୋଲି ପ୍ରତାପ ଜେନା କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!