Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକାଧିକ ବିବାହ ରୋକିବାକୁ ଅଭିନବ ପଦକ୍ଷେପ

by ସଞ୍ଜୟ ସ୍ୱାଇଁ
August 9, 2021
in State
ଏକାଧିକ ବିବାହ ରୋକିବାକୁ ଅଭିନବ ପଦକ୍ଷେପ
86
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଏକାଧିକ ବିବାହ ରୋକିବାକୁ ଅଭିନବ ପଦକ୍ଷେପ। ରାଜ୍ୟ ମହିଳା କମିଶନଙ୍କ ଏକ ନୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଏକାଧିକ ବିବାହ ରୋକିବାକୁ ପଞ୍ଜୀକରଣ ବାଧ୍ୟତାମୂଳକ କରିବା ସହ ଆଧାର କାର୍ଡ ସଂଯୋଗୀକରଣ ବାଧ୍ୟତାମୂଳକ କରିବାକୁ ଯୋଜନା କରାଯାଇଛି। ପୂର୍ବରୁ ଝିଅ କିମ୍ବା ପୁଅ ସମ୍ପର୍କରେ ଜଣା ପଡିଲେ ଏକାଧିକ ବିବାହକୁ ରୋକି ହେବ। ରାଜ୍ୟ ମହିଳା କମିଶନଙ୍କ ଏହି ପ୍ରସ୍ତାବକ କେନ୍ଦ୍ର ମହିଳା କମିଶନ ସ୍ବାଗତ କରିଛନ୍ତି। ରାଜ୍ୟରେ ଏହା କାର୍ୟ୍ୟକାରୀ ହେଲେ ଏକାଧିକ ବିବାହ ସମ୍ପର୍କରେ ଜଣାପଡିବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!