Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ବନ୍ଧନରେ ବାନ୍ଧି ହେଲେ ଗୋଲଡେନ ବୟ ନିରୋଜ ଚୋପ୍ରା

by ସଞ୍ଜୟ ସ୍ୱାଇଁ
January 20, 2025
in NATIONAL NEWS, Sports
ବିବାହ ବନ୍ଧନରେ ବାନ୍ଧି ହେଲେ ଗୋଲଡେନ ବୟ ନିରୋଜ ଚୋପ୍ରା
103
VIEWS
Share on FacebookShare on Twitter

ନିଉଦିଲ୍ଲୀ, (ବାଘୁଆବାର୍ତ୍ତା): ବିବାହ ବନ୍ଧନରେ ଆବଦ୍ଧ ହେଲେ ଜାଭଲିନର ସୁନା ପୁଅ ନୀରଜ ଚୋପ୍ରା । ହିମାନୀ ମୋରଙ୍କୁ ଜୀବନ ସାଥୀ ଭାବେ ବାଛିଛନ୍ତି ନୀରଜ। ଏହାର ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି ନୀରଜ । ଏହି ବିବାହ କିଛି ଦିନ ତଳେ ହୋଇଥିଲା । ହେଲେ ଏହାକୁ ଗୁପ୍ତ ରଖାଯାଇଥିଲା । ହିମାନି ମୋରଙ୍କ ଘର ସୋନିପତରେ। ସେ ଏବେ ଆମେରିକାରେ ପାଠ ପଢ଼ୁଛନ୍ତି। ୨୭ ବର୍ଷୀୟ ନୀରଜ ବିବାହ ଫଟୋ ପୋଷ୍ଟ କରି ଲେଖିଛନ୍ତି ଯେ, ଜୀବନର ଏକ ନୂଆ ଅଧ୍ୟାୟର ଆରମ୍ଭ ହୋଇଛି । ଲଗାତର ଦୁଇଟି ଅଲିମ୍ପିକ୍ସରେ ଦେଶ ପାଇଁ ପଦକ ଜିତିଛନ୍ତି ନୀରଜ ଚୋପ୍ରା। ୨୦୨୧ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତି ଇତିହାସ ରଚିଥିଲେ ଏହି ଗୋଲଡେନ ବୟ। ସେହିପରି ପ୍ୟାରିସ୍ ଅଲିମ୍ପିକ୍ସରେ ସଫଳତା ଜାରି ରଖି ରୌପ୍ୟ ପଦକ ଜିତିଥିଲେ। ଏହାସହ ବହୁ ଅନ୍ତର୍ଜାତୀୟ ଜାଭଲିନ୍ ପ୍ରତିଯୋଗିତାରେ ସେ ଭାରତର ଟେକ ରଖିଆସୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!