Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ରୋଟାରୀ କ୍ଲବର ମିଶନ ଗ୍ରୀନ

by ସଞ୍ଜୟ ସ୍ୱାଇଁ
July 27, 2021
in Nayagarh, Planning and Development, State
ନୟାଗଡ଼ ରୋଟାରୀ କ୍ଲବର ମିଶନ ଗ୍ରୀନ
134
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ରୋଟାରୀ ଗ୍ରୀନ ମିଶନ କାର୍ୟ୍ୟକ୍ରମ ମାଧ୍ୟମରେ ଆଜି ନୟାଗଡ ରୋଟାରୀ କ୍ଲବ ତରଫରୁ ଗମ୍ଭାରୀଡିହି ଗ୍ରାମରେ ୩୦୦ ଫଳ ଚାରା ସ୍ଥାନୀୟ ସରପଞ୍ଚ ଙ୍କ ସହାୟତା ଓ କ୍ଲବ ଅଧ୍ୟକ୍ଷ ଧିରେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମ ବାସିଙ୍କୁ ବଣ୍ଟନ କରାଯାଇଥିଲା । ଏହି କାର୍ୟ୍ୟକ୍ରମ କୁ ପରିଚାଳନା କରିଥିଲେ ରୋଟାରିଆନ ଆରିଫ ଖାନ ଏବଂ ସହାୟତା କରିଥିଲେ ରୋଟାରିଆନ ପ୍ରସନ୍ନ ବସନ୍ତିଆ, ଆଦିତ୍ୟ ମିଶ୍ର ଓ କ୍ଲବ କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!