Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ସଂପତ୍ତି ମିଶନ ଶକ୍ତି ମହାସଂଘଙ୍କୁ ହସ୍ତାନ୍ତର କର:ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 8, 2021
in Planning and Development, State
ସରକାରୀ ସଂପତ୍ତି ମିଶନ ଶକ୍ତି ମହାସଂଘଙ୍କୁ ହସ୍ତାନ୍ତର କର:ମୁଖ୍ୟମନ୍ତ୍ରୀ
349
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟବହୃତ ହେଉ ନଥିବା ସରକାରୀ ସଂପତ୍ତିକୁ ଉକ୍ତ ଜିଲ୍ଲାର ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତିର ମହାସଂଘକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ସୂଚନାନୁସାରେ, ମିଶନ ଶକ୍ତି ମାଧ୍ୟମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସାମାଜିକ ଓ ଆର୍ଥିକ ବିକାଶରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟରେ ଥିବା ସମସ୍ତ ଜିଲ୍ଲାରେ ଅବ୍ୟବହୃତ ସରକାରୀ ସଂପତ୍ତିକୁ ଉକ୍ତ ଜିଲ୍ଲାର ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତରେ ଥିବା ମହାସଂଘ ମାନଙ୍କୁ ଏହି ସଂପତ୍ତି ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ତ୍ୱରାନୀତ କରିବା ପାଇଁ ଦୁଇ ମାସ ମଧ୍ୟରେ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତର ଅବ୍ୟବହୃତ ସରକାରୀ କୋଠା, ଦୋକାନ ଘର, ଗଡ଼ିଆ ଓ ପୋଖରୀ ଇତ୍ୟାଦି ମିଶନ ଶକ୍ତି ମହାସଂଘର ମହୁିଳାମାନଙ୍କୁ ହସ୍ତାନ୍ତର କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହିଳାଙ୍କ ପ୍ରାଥମିକତାରେ ଏ ସରକାର ଗଢା । ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି । ମାଆ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରୀ ମଜୁଭତ୍ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!