Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋମା ବିସ୍ଫରଣରେ ଜଣେ ଯବାନ ଆହତ, ଗାଈ ମୃତ

by ସଞ୍ଜୟ ସ୍ୱାଇଁ
April 21, 2021
in Feature News
ବୋମା ବିସ୍ଫରଣରେ ଜଣେ ଯବାନ ଆହତ, ଗାଈ ମୃତ
187
VIEWS
Share on FacebookShare on Twitter

ମାଲକାନଗିରି,(ବାଘୁଆବାର୍ତ୍ତା): ମାଲକାନଗିରି ଜିଲ୍ଲାର ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ନକ୍ସଲ ଖଞ୍ଜିଥିବା ବୋମା ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହତ ହେବା ସହ ଗୋଟିଏ ଗାଈର ମୃତ୍ୟୁ ହୋଇଥିବା ଜଣାପଡିଛି। ନାରାୟଣପୁର ଜିଲ୍ଲାର ସଦର ମହକୁମା ଠାରୁ ମାତ୍ର ୧୮ କିଲୋମିଟର ଦୂରରେ ରହିଥିବା ମାସିଙ୍ଗ ଅଂଚଳରେ ଆଟିବିପିର ଯବାନା ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଣେ ଯବାନଙ୍କ ପାଦ ପ୍ରେସର ବୋମା ଉପରେ ପଡିଯାଇଥିଲା। ଯାହାଫଳରେ ଏହା ବିସ୍ଫୋରଣ ହେବା ଯୋଗୁଁ ଯବାନଙ୍କ ଗୋଡରେ ମାଡ ବାଜିଥିଲା। ଆହତ ହୋଇଥିବା ଯବାନ ଜଣକ ହେଲେ ସୁନିଲ ସିଂ। ସୁନିଲଙ୍କୁ ତୁରନ୍ତ ଜିଲ୍ଲା ହସପିଟାଲରେ ପ୍ରାଥମିକ ଚିକିତ୍ସା ପରେ ତାଂକୁ ରାୟପୁର ସ୍ଥାନାନ୍ତରିତ କରାଯାଇଥିବା କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!