Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ ବିଧାୟକ

by ସଞ୍ଜୟ ସ୍ୱାଇଁ
November 13, 2019
in Politics, State
12
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଲୋକଙ୍କ ସ୍ୱାର୍ଥ ପାଇଁ ଜାଗ୍ରତ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ । ଜନତା ଆମ ପ୍ରଭୂ, ସେମାନଙ୍କର ସେବା କର । ଲୋକଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏଣିକି ବିଜେଡି ବିଧାୟକମାନେ ଦୁଇ ମାସିଆ ରିପୋର୍ଟ ଦେବେ ମୁଖ୍ୟମନ୍ତ୍ରୀଙ୍କୁ । ବିଜେଡି ବିଧାୟକମାନଙ୍କୁ ନବୀନଙ୍କ କଡ଼ା ନିର୍ଦ୍ଦେଶନାମା । ଏଥିସହିତ ବିଧାନସଭାରେ ନିୟମିତ ଉପସ୍ଥିତ ରହିବାକୁ ଗୁରୁତ୍ୱ ଦେବା ସହ ଗୃହର ସମସ୍ତ ବିତ୍ତର୍କରେ ନିୟମିତ ଭାଗ ନେବାକୁ ବିଜେଡି ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଦିନରୁ ଅଧିକ ଛୁଟି ନେଲେ ଆଗୁଆ ଅନୁମତି ନେବାକୁ ପଡ଼ିବ । ପ୍ରକାଶ ଥାଉକି ନବୀନ ପଟ୍ଟନାୟକ ସରକାରରେ ମନ୍ତ୍ରୀମାନେ ଏବେ ମାସିକିଆ ରିପୋର୍ଟ କାଡ଼ ଦେଉଛନ୍ତି । କେଉଁ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା କେତେ ତାହା ନବୀନ ନିଜେ ପରଖୁଛନ୍ତି । ଏବେ ପାଳି ପଡ଼ିଛି ବିଜେଡି ବିଧାୟକ ମାନଙ୍କ ଉପରେ । ମୁଖ୍ୟମନ୍ତ୍ରୀ ଆଜି ବିଜେଡି ବିଧାୟକମାନଙ୍କୁ ସତର୍କ କରାଇ ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!